ETV Bharat / state

କୋରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 5 ଲକ୍ଷ 55 ହଜାର ଦେଲେ ଶିକ୍ଷକ

author img

By

Published : May 14, 2020, 8:26 PM IST

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନସ୍ଥ ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଯଥା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି ।

teachers-pay-one-days-salary-to-cmrf-for-fight-against-covid19
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ଦେଲେ ଶିକ୍ଷକ

ଖୋର୍ଦ୍ଧା: କୋରୋନା ମୁକାବିଲା ପାଇଁ ଗୋଟିଏ ଦିନର ଦରମା ଦେଲେ ଶିକ୍ଷକ । ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନସ୍ଥ ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଯଥା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନଙ୍କର ଏକ ଦିନର ଦରମା ପ୍ରଦାନ କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଗୋଷ୍ଠୀ ଶିକ୍ଷାଧିକାରୀ ମଧୁସୂଦନ ମଲ୍ଲିକଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 5 ଲକ୍ଷ 55 ହଜାର 14 ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ସିଆରସିସି ମାନଙ୍କ ଉଦ୍ୟମରେ 11 ଟି କ୍ଲଷ୍ଟର ଶିକ୍ଷକ ଶିକ୍ଷୟିତ୍ରୀ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି । ଏହି ବିପତ୍ତି ସମୟରେ ଶିକ୍ଷକଙ୍କ ଏଭଳି ସହାୟତାକୁ ସ୍ଥାନୀୟ ଅଞ୍ଚଳରେ ବେଶ ପ୍ରଶଂସା କରାଯାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.