ETV Bharat / state

ପ୍ରଧାନ ଶିକ୍ଷକଙ୍କ ବହିଷ୍କାର ଦାବିରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ଘେରାଉ

ଖୋର୍ଦ୍ଧା ବାଲିପାଟଣା ବ୍ଲକର ବରାହୀ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିରେ ସ୍ଥାନୀୟ ବାସିନ୍ଦା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ।

author img

By

Published : Jun 26, 2019, 7:15 PM IST

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଖୋର୍ଦ୍ଧା: ଶିକ୍ଷକଙ୍କୁ ବହିଷ୍କାର ଦାବିରେ ଧାରଣା । ଖୋର୍ଦ୍ଧା ବାଲିପାଟଣା ବ୍ଲକର ବରାହୀ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିରେ ସ୍ଥାନୀୟ ଅଞ୍ଚଳବାସୀ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାରେ ବସିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଏହି ବିଦ୍ୟାଳୟରେ ଏସଏମସି କମିଟି ଗଠନ ହୋଇ ନଥିବାରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକମାନେ ଆସୁଥିବା ସରକାରୀ ଅର୍ଥକୁ ହରିଲୁଟ କରୁଛନ୍ତି । ଏହି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ସନ୍ତୋଷ କୁମାର କୁଣ୍ଡୁ ।

ଘଟଣା ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ, ସଚିବ, ଜିଲ୍ଲାପାଳଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିଲା ନାହିଁ । ତେଣୁ ବାଧ୍ୟହୋଇ ଆଜି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ସେ କହିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ମୟୁରଭଞ୍ଜ ଜିଲ୍ଳା ଉଦଳା ଥାନା ବୈରାଟ ପୁର ଗାଁ ମୁଣ୍ଡ ଜଙ୍ଗଲରୁ ଜଣେ ବ୍ୟକ୍ତି ଝୁଲନ୍ତା ଶବ ଉଦ୍ଧାର। ଆଜି ବୈରାଟ ପୁର ଗାଁ ର କିଛି ଲୋକ ଗାଁ ମୁଣ୍ଡ ଜଙ୍ଗଲରେ ଥିବା ଏକ ଜାମୁକୋଳି ଗଛରେ ଜଣେ ବ୍ୟକ୍ତି ଙ୍କ ମୃତ ଦେହ ଝୁଲୁ ଥୁବା ଦେଖି ଉଦଳା ପୋଲିସ କୁ ଖବର ଦେଇଥିଲେ। ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ କୁ ଜବତ କରିଛି। ମୃତକ ଜଣକ ହେଲେ ସେହି ଉଦଳା ଥାନା ଅନ୍ତର୍ଗତ ଡିମ ଗଡ଼ିଆ ଗ୍ରାମର ସୁନା ସିଂ ବୋଲି ଜଣାପଡିଛି। ଘଟଣା ସମ୍ପର୍କରେ ଖବର ପାଇ ସୁନା ସିଂ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଚିହ୍ନଟ କରିଛନ୍ତି। ତେବେ ସୁନା ସିଂ ଗତକିଛି ଦିନ ହେବ ପାରିବାରିକ ସମସ୍ୟା କୁ ନେଇ ମାନସିକ ଚାପରେ ଥିଲେ ତେବେ ମୃତ କାରଣ ହତ୍ୟା କି ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। Body:ଉଦଳା ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ତଦନ୍ତ ପରେ ହତ୍ୟା ନା ଆତ୍ମହତ୍ୟା ଜଣାପଡିବ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.