ETV Bharat / state

Jajpur Train Mishap: ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ - railway minister ashwini vaishnaw expresses grief

କୋରେଇରେ ଟ୍ରେନ ଦୁର୍ଘଟଣା ଘଟଣାରେ ଦୁଃଖ ପ୍ରକାଶ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଅଧିକ ପଢନ୍ତୁ

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣ

author img

By

Published : Nov 21, 2022, 12:11 PM IST

ଭୁବନେଶ୍ବର: ଯାଜପୁର କୋରେଇରେ ଟ୍ରେନ ଦୁର୍ଘଟଣା ଘଟଣା । ଭାରସାମ୍ୟ ହରାଇ ମାଲବାହୀ ଟ୍ରେନ ଷ୍ଟେସନ ମଧ୍ୟକୁ ପଶିଯିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରୁ ସମବେଦନା ଜଣାଇଛନ୍ତି ।

  • ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

    — Dharmendra Pradhan (@dpradhanbjp) November 21, 2022 " class="align-text-top noRightClick twitterSection" data=" ">

ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଲେଖିଛନ୍ତି, ''ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ।

ଏହା ମଧ୍ୟ ପଢନ୍ତୁ-Jajpur Goods Train Mishap: ୮ ଟ୍ରେନ ବାତିଲ୍‌, 12ଟିର ଦିଗ ପରିବର୍ତ୍ତନ

  • କୋରେଇ ଠାରେ ପଣ୍ୟବାହୀ ଟ୍ରେନ ଦୁର୍ଘଟଣା ଯୋଗୁଁ ମୃତାହତ ହୋଇଥିବା ବ୍ଯକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରୁଛି I

    ମୃତ ବ୍ୟକ୍ତି ମାନଙ୍କ ପରିବାର ସଦସ୍ୟ ମାନଙ୍କୁ ପାଞ୍ଚ ଲକ୍ଷ, ଗୁରୁତର ଆହତ ମାନଙ୍କୁ ଏକ ଲକ୍ଷ ଏବଂ ସାମାନ୍ଯ ଆହତ ବ୍ୟକ୍ତି ମାନଙ୍କୁ 25 ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରୁଛି I

    — Ashwini Vaishnaw (@AshwiniVaishnaw) November 21, 2022 " class="align-text-top noRightClick twitterSection" data=" ">

ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟ୍ବିଟ କରି ଲେଖିଛନ୍ତି, '' କୋରେଇ ଠାରେ ପଣ୍ୟବାହୀ ଟ୍ରେନ ଦୁର୍ଘଟଣା ଯୋଗୁଁ ମୃତାହତ ହୋଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି । ମୃତ ବ୍ୟକ୍ତି ମାନଙ୍କ ପରିବାର ସଦସ୍ୟ ମାନଙ୍କୁ ପାଞ୍ଚ ଲକ୍ଷ, ଗୁରୁତର ଆହତ ମାନଙ୍କୁ ଏକ ଲକ୍ଷ ଏବଂ ସାମାନ୍ୟ ଆହତ ବ୍ୟକ୍ତି ମାନଙ୍କୁ 25 ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରୁଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.