ETV Bharat / state

ରଣନଦୀରୁ ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ତଦନ୍ତ ଜାରି

author img

By

Published : Jun 8, 2021, 5:53 PM IST

ଖୋର୍ଦ୍ଧାରେ ରଣନଦୀରୁ ଉଦ୍ଧାର ହେଲା ଅଜଣା ଯୁବକଙ୍କ ମୃତଦେହ । କାରଣ ଖୋଜୁଛି ପୋଲିସ । ଅଧିକ ପଢନ୍ତୁ...

ରଣନଦୀରୁ ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

ଖୋର୍ଦ୍ଧା: ଆଦର୍ଶ ଥାନା ଅନ୍ତର୍ଗତ ବସନ୍ତ ଗ୍ରାମ ନିକଟସ୍ଥ ରଣନଦୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ଶବ ଜବତ ହୋଇଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ମିଳିଥିବା ସୂଚନା ଅନୁସାରେ ନଦୀରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା । ମୃଚଦେହ ଉଦ୍ଧାର ପରେ ମୁଖ୍ଯ ଚିକିତ୍ସାଳୟକୁ ବ୍ଯବଚ୍ଛେଦ ପାଇଁ ପଠାଇଥିଲା ପୋଲିସ । ଏ ସଂକ୍ରାନ୍ତରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକ ଜଣକ କିଏ ଏବଂ କିପରି ତାଙ୍କ ମୃତ୍ୟୁ ହୋଇଛି ତାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.