ETV Bharat / state

ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ

author img

By

Published : Nov 3, 2022, 1:07 PM IST

ଆସନ୍ତା ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ଯାଏଁ ଏହି ଅଧିବେଶନ ଚାଲିବ । ଅଧିକ ପଢନ୍ତୁ

ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ
ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ବର: ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ । ନଭେମ୍ବର ୨୪ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ଶୀତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ଏହି ଅଧିବେଶନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଅତିରିକ୍ତ ବଜେଟ ଆଗତ କରିପାରନ୍ତି ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଏହା ବି ପଢନ୍ତୁ...Dhamnagar Bypoll: ପୂର୍ବାହ୍ନ 11ଟା ସୁଦ୍ଧା 22.36 ପ୍ରତିଶତ ଭୋଟିଂ

ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଧାନସଭା ପରିଚାଳନା ପାଇଁ ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡାକିପାରନ୍ତି ବାଚସ୍ପତି । ପ୍ରଥମ ଦିନରେ ଅତିରିକ୍ତ ବଜେଟ ଆଗତ ହେବ । ଡିସେମ୍ବର ୨ ତାରିଖରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ । ଶୀତ ଅଧିବେଶନ ଲାଗି ରାଜ୍ୟପାଳଙ୍କ ଅନୁମୋଦନ ମିଳିଛି । ନଭେମ୍ବର ୨୪ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.