ETV Bharat / state

ରାସ୍ତା କଡରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବୋଲଗଡ ଥାନା ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ଖଙ୍ଗୁରିଆ ଓ ଇଛାପୁର ରାସ୍ତା କଡରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର । ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର । ଅଧିକ ପଢନ୍ତୁ...

author img

By

Published : Oct 8, 2020, 1:33 PM IST

woman deadbody found in the road side
ରାସ୍ତା କଡରୁ ମହିଳାଙ୍କ ମୃତଦେହ ଉଦ୍ଧାର: ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

ଖୋର୍ଦ୍ଧା: ବୋଲଗଡ ଥାନା ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ଖଙ୍ଗୁରିଆ ଓ ଇଛାପୁର ରାସ୍ତା କଡରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର । ଏନେଇ ପୋଲିସଙ୍କୁ ଖବର ଦେଇଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ମହିଳାଙ୍କ ମୃତ୍ୟୁର ତଦନ୍ତ ଆରମ୍ଭ କରିଛି ।

ମିଳିଥିବା ସୂଚନା ଅନୁଯାୟୀ ମୃତ ମହିଳା ଜଣକ ଇଛାପୁର ଗ୍ରାମର ଜବର ଖାଁଙ୍କ ସ୍ତ୍ରୀ ରୋଜିତା ବିବି ବୋଲି ଜଣାପଡିଛି । ଅନ୍ୟ ପଟେ ତାଙ୍କ ଝିଅଙ୍କୁ ଜବରଙ୍କ ପରିବାର ହତ୍ୟା କରି ରାସ୍ତା କଡ଼ରେ ଫୋପାଡ଼ି ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.