ETV Bharat / state

ଖୋର୍ଦ୍ଧାକୁ ନିଶାମୁକ୍ତ କରିବା ପାଇଁ ଅଣ୍ଟା ଭିଡିଲେ ମହିଳା - women protest

ଜିଲ୍ଲାକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ଦାବି ନେଇ ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଛନ୍ତି ଶହ ଶହ ମହିଳା । ସେମାନେ ଏନେଇ ଏକ ଦାବି ପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ ।

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା
author img

By

Published : Jul 18, 2019, 5:57 PM IST

ଖୋର୍ଦ୍ଧା: ଜିଲ୍ଲାକୁ ନିଶା ମୁକ୍ତ କରିବା ପାଇଁ ଆଗକୁ ଆସିଛନ୍ତି ମହିଳା । ଜିଲ୍ଲାରୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ଦାବିରେ ସ୍ବପ୍ନେଶ୍ବର ବସ୍ତିର ଶତାଧିକ ମହିଳା ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ପ୍ରଥମେ ଶହ ଶହ ମହିଳା ବିରାଟ ଶୋଭାଯାତ୍ରାରେ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନାରାବାଜି କରିଥିଲେ । ଏହାପରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଥିଲେ । ଦିନକୁ ଦିନ ନିଶା ବେପାରୀଙ୍କ ଗଡ ପାଲଟିଛି ଖୋର୍ଦ୍ଧା । ଏକାଧିକ ନିଶା ବେପାରୀ ସକ୍ରିୟ ହୋଇଉଠିଥିବା ହୋଇଥିବା ବେଳେ ନିକଟରେ ଛୋଟାର ଗୁମର ପଦାକୁ ଆସିବା ପରେ ଲୋକଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ପଣ୍ଡା, ଇଟିଭି ଭାରତ

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.