ETV Bharat / state

କୋରାପୁଟରେ ସ୍ଥାପିତ ହେବ ଶହୀଦ ଲକ୍ଷ୍ମଣ ନାୟକଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କୋରାପୁଟ ବସଷ୍ଟାଣ୍ଡରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଏକ ପାଞ୍ଚ ଫୁଟ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ...

author img

By

Published : Mar 29, 2021, 3:26 PM IST

କୋରାପୁଟ ବସଷ୍ଟାଣ୍ଡରେ ସ୍ଥାପିତ ହେବ ଶହୀଦ ଲକ୍ଷ୍ମଣ ନାୟକଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଏକ ପାଞ୍ଚ ଫୁଟ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆଜି କୋରାପୁଟ ସହରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ଅବସରରେ ବସଷ୍ଟାଣ୍ଡରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି ।

ଜିଲ୍ଲାପାଳ ଅବଦଲ ଅକ୍ତର, ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା କୋରାପୁଟ ବିଧ୍ୟାୟକ ରଘୁରାମ ପାଡାଲଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଓ କୋରାପୁଟର ସାଧାରଣ ଜନତାଙ୍କ ଉପସ୍ଥିତିରେ ଏହି ଦିବସଟିକୁ ପାଳନ କରାଯାଇଛି । ଶହୀଦ ଲକ୍ଷ୍ମଣ ନାୟକଙ୍କ ଜନ୍ମସ୍ଥାନ ତେନ୍ତୁଳିଗୁମ୍ମା ଠାରେ ମଧ୍ୟ ଆଜି ଏହି ଦିବସକୁ ପାଳନ କରାଯାଇଛି ।

କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.