ETV Bharat / state

ଶାବର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ - ଶାବର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ

୯ଦିନର ଯାତ୍ରାପରେ ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ନୀଳାଦ୍ରି ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅଧିକ ପଢନ୍ତୁ

ଶାବର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ

author img

By

Published : Jul 12, 2022, 12:46 PM IST

କୋରାପୁଟ: ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ସୋମବାର ଶେଷ ହୋଇଯାଇଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ । ତିନି ରଥ ଉପରେ ସନ୍ଧ୍ୟା ଆଳତି ସରିବା ପରେ ଭକ୍ତଙ୍କ ଦ୍ୱାରା ତିନି ଠାକୁର ପହଣ୍ଡି ବିଜେ କରି ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ। ପରମ୍ପରା ଅନୁଯାୟୀ ପ୍ରଥମେ ପ୍ରଭୁ ଚକ୍ରରାଜ ସୁଦର୍ଶନ, ପରେ ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ ।

ଶାବର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ

ଶେଷରେ ପ୍ରଭୁ ଜଗନ୍ନାଥ ସିଂହଦ୍ବାରରେ ପହଞ୍ଚିବା ପରେ ଯାତ୍ରାରେ ନେଇ ନଥିବାରୁ ମା'ଲକ୍ଷ୍ମୀ ପରଦା ଟାଣି ରାସ୍ତା ଅବରୋଧ କରିଥିଲେ। ମହାପ୍ରଭୁ ବଚନୀକା ମାଧ୍ୟମରେ ମା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ପରେ ସେ ମଧ୍ୟ ମନ୍ଦିରରେ ପ୍ରବେଶ କରିଥିଲେ । ଚଳିତ ବର୍ଷ ଶାବର ଶ୍ରୀକ୍ଷେତ୍ରରେ ନୀଳାଦ୍ରି ବିଜେ ଅବସରରେ ହଜାରହଜାର ଭକ୍ତଙ୍କ ସମାଗମ ହୋଇଥିଲା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.