ETV Bharat / state

Covid19 Restriction: କୋରାପୁଟର ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ - କୋରୋନା ସଂକ୍ରମଣ କୋରାପୁଟ

କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କୋରାପୁଟରେ (covid19 restriction in koraput) ଆଜି (ବୁଧବାର) ଠାରୁ ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ (Religious places close) ନିଷ୍ପତ୍ତି ନେଲା ଜିଲ୍ଲା ପ୍ରଶାସନ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ

Covid19 restriction: କୋରାପୁଟର ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ

author img

By

Published : Jan 12, 2022, 10:44 PM IST

କୋରାପୁଟ: ଆଜିଠାରୁ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ (covid19 restriction in koraput) । ଜିଲ୍ଲାରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲାର ସମସ୍ତ ଧର୍ମନୁଷ୍ଠାନକୁ ବନ୍ଦ (Religious places close) ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

Covid19 restriction: କୋରାପୁଟର ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ

ଜିଲ୍ଲାପାଳ ଅବଦଲ ଅକ୍ତର ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ପ୍ରକାଶ କରି ଆସନ୍ତା ନିର୍ଦ୍ଦେଶ ପାଇବା ପର୍ଯ୍ୟନ୍ତ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ ବୋଲି ସୂଚନା ପ୍ରଦାନ କରିଛନ୍ତି । ଜିଲ୍ଲାପ୍ରଶାସନ ତରଫରୁ କୋଭିଡ ନିୟନ୍ତ୍ରଣ ପାଇଁ ସମସ୍ତ ପଦକ୍ଷେପ ନିଆଯାଇଥିବାବେଳେ ଲୋକେ ଧର୍ମାନୁଷ୍ଠାନ ଗୁଡିକରେ ଏକାଠି ହୋଇ ଗହଳି ନ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ସ୍ପଷ୍ଟ କରିଛନ୍ତି । ସୂଚନାଥାଉକି ଆଗକୁ ମକର ସଂକ୍ରାନ୍ତି ରହିଛି । ଯାହା ଫଳରେ ମନ୍ଦିର ଗୁଡିକରେ ପ୍ରବଳଗହଳି ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି ।

ତେବେ ଆଜି ଜିଲ୍ଲାର ୧୬୧ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଜିଲ୍ଲା ପ୍ରଶାସନ କୋରୋନା ତୃତୀୟ ଲହର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରୁଛି । ତେବେ କୋରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କୁ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତା ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି ।

କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.