ETV Bharat / state

୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

author img

By

Published : Nov 20, 2021, 10:50 PM IST

କୋରାପୁଟ ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜବଗଡ଼ ଗ୍ରାମ ନିକଟସ୍ଥ ଜଲାପୁଟ ଜଳଭଣ୍ଡାର ନିକଟରେ ଏକର ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ଆରମ୍ଭ କରିଛି ପୋଲିସ । ଅଧିକ ପଢନ୍ତୁ

୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

କୋରାପୁଟ: ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜବଗଡ଼ ଗ୍ରାମ ନିକଟସ୍ଥ ଜଲାପୁଟ ଜଳଭଣ୍ଡାର ନିକଟରେ ଏକର ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ଆରମ୍ଭ କରିଛି ପୋଲିସ ।

୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

ମାଛକୁଣ୍ଡ, କୋରାପୁଟ ପୋଲିସ, ଡିଭିଏଫ, ଅବକାରୀ, ବନ ବିଭାଗ ଏବଂ କୋରାପୁଟ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଆଜି(ଶନିବାର) ପ୍ରାୟ 75 ଏକର ଜାଗାରେ ଚାଷ କରାଯାଇଥିବା 90 ହଜାର ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି ।

୪୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

ଏହାର ମୂଲ୍ୟ ୪୦ କୋଟିରୁ ଊର୍ଦ୍ଧ୍ବ ହେବ ବୋଲି ପୋଲିସ ସୂଚନା ଦେଇଛନ୍ତି । ଏନେଇ ପୂର୍ବରୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଥିଲା ପୋଲିସ । ଗୁଇନ୍ଦା ବିଭାଗ ଡ୍ରୋନ୍ ସାହାଯ୍ୟରେ ଗଞ୍ଜେଇ ଚାଷ ହୋଇଥିବା ଜାଗାକୁ ଚିହ୍ନଟ କରିଥିଲା । କଡା ସୁରକ୍ଷାରେ ଗଞ୍ଜେଇ ଚାଷ ନଷ୍ଟ କରିବାରେ ପୋଲିସ ସଫଳତା ହାସଲ କରିଛି ।

କୋରାପୁଟ ସି.ଏଚ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.