ETV Bharat / state

କୋଭିଡ ଯୋଦ୍ଧାଙ୍କ ପାଇଁ ନିରବ ପ୍ରାର୍ଥନା

author img

By

Published : Aug 5, 2020, 7:41 PM IST

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ନିରବ ପ୍ରାର୍ଥନା । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

କୋଭିଡ ଯୋଦ୍ଧାଙ୍କ ପାଇଁ ନିରବ ପ୍ରାର୍ଥନା
କୋଭିଡ ଯୋଦ୍ଧାଙ୍କ ପାଇଁ ନିରବ ପ୍ରାର୍ଥନା

କୋରାପୁଟ: କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ନିରବ ପ୍ରାର୍ଥନା । ବୁଧବାର କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ସମ୍ମାନ ଜଣାଇ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏତଦ ବ୍ୟତୀତ ନିଜେ ମଧ୍ୟ କୋଭିଡ ନିୟମକୁ ମାନି କିପରି ଜଣେ ଜଣେ କୋଭିଡ ଯୋଦ୍ଧା ହୋଇପାରିବେ ସେ ନେଇ ସମସ୍ତେ ଶପଥ ପାଠ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବଭିନ୍ନ ଅଞ୍ଚଳରୁ ଆସିଥିବା ଅଙ୍ଗନବାଡି କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ନଗରବାସୀଙ୍କ ସହିତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଏବଂ କୋରାପୁଟ, ପଟ୍ଟାଙ୍ଗି ଓ ଲକ୍ଷ୍ମୀପୁର ବିଧାୟକ ଉପସ୍ଥିତ ରହିଥିଲେ ।

କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.