ETV Bharat / state

ଟିକା ନେଇ ଟୀକାକରଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କଲେ କୋରାପୁଟ ଜିଲ୍ଲାପାଳ

author img

By

Published : Feb 6, 2021, 1:52 PM IST

ନିଜେ ଟିକା ନେଇ କୋରୋନା ସମ୍ମୁଖ ଯୋଦ୍ଧାଙ୍କ ଟୀକାକରଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କଲେ କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ।

ପ୍ରଥମେ ଟୀକା ନେଇ 2ୟ ପର୍ଯ୍ୟାୟ ଟୀକାକରଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କଲେ କୋରାପୁଟ ଜିଲ୍ଲାପାଳ

କୋରାପୁଟ: ନିଜେ ଟିକା ନେଇ କୋରୋନା ସମ୍ମୁଖ ଯୋଦ୍ଧାଙ୍କ ଟୀକାକରଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କଲେ କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର । କୋରାପୁଟ ସଂସ୍କୃତି ଭବନରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀଙ୍କୁ କୋରୋନା ପ୍ରତିଷେଧକ ଟୀକା ଦିଆଯାଉଛି ।

ନିଜେ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଓ ଅତିରିକ୍ତ ଜିଲ୍ଲାପାଳ ଦେବେନ କୁମାର ପ୍ରଧାନ ଟିକା ନେଇ ଅନ୍ୟମାନଙ୍କୁ ଟିକା ଗ୍ରହଣ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ । ସେହିପରି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବହୁ ପୋଲିସ କର୍ମଚାରୀ ମଧ୍ୟ ସମ୍ମୁଖ ଯୋଦ୍ଧା ଭାବରେ ଟିକା ଗ୍ରହଣ କରିଛନ୍ତି ।

କୋରାପୁଟରୁ ସିଏଚ୍‌ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.