ETV Bharat / state

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ

author img

By

Published : Apr 14, 2022, 8:36 PM IST

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ । ଅଧିକ ପଢନ୍ତୁ

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ
୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ

କୋରାପୁଟ: ଆଜି(ଗୁରୁବାର) କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଜୟପୁର ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି । ଆଜି ସେ ମାଲକାନଗିରି ଜିଲ୍ଲା ଅଭିମୁଖେ ଯାଇଥିବା ବେଳେ ଆସନ୍ତାକାଲିଠୁ କୋରାପୁଟରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ

ତେବେ ଏ ନେଇ ଜିଲ୍ଲାପାଳ ଅବଦଲ ଅକ୍ତର ସୂଚନା ଦେଇଛନ୍ତି । କୋରାପୁଟ ଜିଲ୍ଲା ଗସ୍ତ ସମୟରେ ସେ ଜୟପୁର ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କରିବା ସହ ଦେଓମାଳୀ ପର୍ବତ ତଥା ପଟ୍ଟାଙ୍ଗି ଯାଇ ସୀମାନ୍ତ ଅଞ୍ଚଳରେ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

କୋରାପୁଟରୁ ସି.ଏଚ ଶାନ୍ତାକାର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.