ETV Bharat / state

ତିନି ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ, ୪ ଗୁରୁତର

ମାଲକାନଗିରି ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ତିନି ବାଇକ୍ ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି । ଅଧିକ ପଢନ୍ତୁ..

author img

By

Published : Sep 15, 2020, 7:43 PM IST

ତିନି ବାଇକ୍ ଆରୋହୀ ମୁହାଁ ମୁହିଁ ଧକ୍କା, ୨ ମୃତ ଓ ୪ ଗୁରୁତ୍ୱର

ମାଲକାନଗିରି: ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ତିନି ବାଇକ୍ ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି ।

ମାଲକାନଗିରି ଜିଲ୍ଲା ମାର୍କାପାଲି ଗାଁ ପାଖରେ ଘଟିଛି ଏହି ଘଟଣା । ମୃତ ଦୁଇ ବାଇକ ଆରୋହୀ ମାଛିଆମ ଓ ବାପନପାଲି ଗ୍ରାମର ବୋଲି ଜଣାପଡିଛି । ଗୁରୁତର ମାନଙ୍କୁ ଗାଁ ଲୋକେ 108 ଆମ୍ବୁଲାନସ ଯୋଗେ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ପଠାଇଛନ୍ତି ।

ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.