ETV Bharat / state

ମଧ୍ୟାହ୍ନ ଭୋଜନ ଖାଇ 35 ଛାତ୍ରଛାତ୍ରୀ ଅସୁସ୍ଥ, ଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

author img

By

Published : Aug 20, 2019, 10:09 AM IST

ମାଲକାନଗିରି ଟେମ୍ପରାରି ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ 35 ଛାତ୍ରଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ । ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଚିତ୍ରକୋଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି

ମାଲକାନଗିରି: ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ 35 ଛାତ୍ରଛାତ୍ରୀ ଅସୁସ୍ଥ । ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଘଟିଛି ଏହି ଘଟଣା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି

ସୂଚନା ଅନୁଯାୟୀ, ସୋମବାର ଟେମ୍ପରାରି କଲୋନୀରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ଦିଆଯାଇଥିଲା । ତେବେ ସ୍କୁଲରୁ ଫେରିଲା ପରେ ମଧ୍ୟାହ୍ନ ଭୋଜନ ଖାଇଥିବା ଛାତ୍ରଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ସେମାନଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ଚିତ୍ରକୋଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ 35 ଜଣଙ୍କ ମଧ୍ୟରୁ 3 ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଏପଟେ ଘଟଣାର ତଦନ୍ତ ପାଇଁ ତହସିଲଦାର ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ମାଲକାନଗିରିରୁ ଜୟନ୍ତ ତିଆଡି, ଇଟିଭି ଭାରତ

Intro:Body:

blank

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.