ମାଲକାନଗିରି: ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମର ସନ୍ଦେହ କରି 2 ଜଣଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କଲେ ମାଓବାଦୀ । ମୃତକ ହେଲେ ଗଙ୍ଗଲା ଗାଁର ଉପ-ସରପଞ୍ଚ ଧନିରାମ କୋରସା ଏବଂ ୱାର୍ଡ ମେମ୍ବର ଗୋପଲ କୁଡ଼ିୟମ ।
ପରିବାର ଲୋକଙ୍କ ସାମ୍ନାରେ ନିର୍ମମ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କଲେ ମାଓବାଦୀ । ଘଟଣାର ସୂଚନା ଦେଇଛନ୍ତି ବିଜାପୁର ଏସପି କମଳଲୋଚନ କଶ୍ୟପ ।
ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ