ETV Bharat / state

ବିଶ୍ବ ଶିଶୁ ଶ୍ରମିକ ବିରୋଧ ଦିବସରେ ଶିଶୁ ଶ୍ରମିକ ରୋକିବାକୁ ଉଦ୍ୟମ - celebrate

ବିଶ୍ଵ ଶିଶୁ ଶ୍ରମିକ ବିରୋଧ ଦିବସ ପାଳନ ଅବସରରେ ମାଲକାନଗିରି ଜିଲ୍ଲାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି
author img

By

Published : Jun 13, 2019, 3:02 AM IST

ମାଲକାନଗିରି: ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାଲକାନଗିରି ଜିଲ୍ଲାରେ ବିଶ୍ଵ ଶିଶୁ ଶ୍ରମିକ ବିରୋଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଚେତନତା କାର୍ଯ୍ୟକ୍ରମ ସହ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ଦିନକୁ ଦିନ ଶିଶୁ ଶ୍ରମିକ ସଂଖ୍ୟା ବଢି ଚାଲିଥିବା ବେଳେ ଏହାକୁ କିପରି ରୋକ୍ ଲଗାଯିବ ସେ ନେଇ ସଚେତନ କରାଯାଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମାଲକାନଗିରି

ଉପାନ୍ତ ଜିଲ୍ଲା ମାଲକାନଗିରିରେ ଅନେକ ଛାତ୍ରଛାତ୍ରୀ ଅଧାରୁ ପାଠ ଛାଡି ଶିଶୁ ଶ୍ରମିକ ଭାବେ ଉଭା ହୋଇଛନ୍ତି । ଏମିତିକି ଶିଶୁମାନେ ପଡୋଶି ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ ରାଜ୍ୟକୁ ଯାଇ ସେଠାରେ ଶିଶୁ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି । ଏହାକୁ ରୋକ ଲଗାଇବା ପାଇଁ ଏହି କାର୍ଯ୍ୟକ୍ରମରେ ସରକାରଙ୍କ ଦ୍ଵାରା ପ୍ରଦତ୍ତ ବିଭିନ୍ନ ଶିଶୁ ଶ୍ରମିକ ଆଇନ, ଶିଶୁ ସୁରକ୍ଷା ଅଧିକାର ସହ ସମ୍ବିଧାନରେ ଆଲୋଚନା କରାଯାଇଥିଲା ।

ମାଲକାନଗିରିରୁ ଜୟନ୍ତ ତିଆଡି, ଇଟିଭି ଭାରତ

Intro:Body:

zh

Conclusion:

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.