ETV Bharat / state

ଅବକାରୀ ବିଭାଗର ଚଢାଉ, ୩୦ ଲିଟର ଦେଶୀ ମଦ ଜବତ

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ପିଠାକୁଟୁଣି ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ମଦରନ୍ଧା ସରଞ୍ଜାମ ଜବତ କରିବା ସହ ୩୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଅଧିକ ପଢନ୍ତୁ...

30 liters of liquor seized by-excise-department in Rairangpur
ଅବକାରୀ ବିଭାଗର ଚଢ଼ାଉ, ୩୦ ଲିଟର ଦେଶୀ ମଦ ଜବତ
author img

By

Published : Dec 3, 2020, 5:17 PM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ବ୍ୟାପକ ପରିମାଣରେ ମଦରନ୍ଧା ସରଞ୍ଜାମ, ଦେଶୀ ମଦ ଜବତ କରିବା ସହ ପ୍ରଚୁର ପରିମାଣରେ ମହୁଲ ପୋଚ ମଧ୍ୟ ନଷ୍ଟ କରାଯାଇଛି ।

ଅବକାରୀ ବିଭାଗର ଚଢ଼ାଉ, ୩୦ ଲିଟର ଦେଶୀ ମଦ ଜବତ

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ପିଠାକୁଟୁଣି ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି । ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ମଦରନ୍ଧା ସରଞ୍ଜାମ ଜବତ କରିବା ସହ ୩୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଏଥିସହିତ ମୋଟ୍ ୨୦୪୦ କିଲୋଗ୍ରାମ ମହୁଲ ପୋଚ ମଧ୍ୟ ନଷ୍ଟ କରାଯାଇଛି ।

ଅବକାରୀ ବିଭାଗର ଆରକ୍ଷୀ ଅଧିକ୍ଷକ ପୁରୁଷୋତ୍ତମ ଧାରୁଆଙ୍କ ନିର୍ଦ୍ଦେଶକ୍ରମେ ରାଇରଙ୍ଗପୁର ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ ହରିହର ସିଂ ସଦଳବଳେ ଚଢ଼ାଉ କରିଥିବା ଜଣାପଡିଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.