ETV Bharat / state

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର 4 ଶିଶୁ ଗୁରୁତର - ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର 4 ଶିଶୁ ଗୁରୁତର

ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତର ବଡପଦା ଗ୍ରାମରେ ଗୋଟିଏ ପରିବାରର ୪ ଜଣ ଶିଶୁ ବିଷାକ୍ତ ଖାଦ୍ୟ ଖାଇ ଗୁରୁତର ହୋଇଛନ୍ତି ।

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର 4 ଶିଶୁ ଗୁରୁତର

author img

By

Published : Sep 3, 2020, 1:55 PM IST

Updated : Sep 3, 2020, 2:13 PM IST

ବାରିପଦା: ଗୋଟିଏ ପରିବାରର ୪ ଜଣ ଶିଶୁ ବିଷାକ୍ତ ଖାଦ୍ୟ ଖାଇ ଗୁରୁତର ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତର ବଡପଦା ଗ୍ରାମରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା ।

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର 4 ଶିଶୁ ଗୁରୁତର

ସୂଚନା ଅନୁଯାୟୀ, ବଡପଦା ଗ୍ରାମରେ ଜଗନ୍ନାଥ ନାଏକ ଓ ଭାଇ ସରୋଜ ନାଏକଙ୍କ ୪ ପୁଅ ଓ ଝିଅ ଭୂଲ ବଶତଃ କୌଣସି ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ ଶିଶୁମାନେ ହେଲେ ନମିତା(୮), ବାଦଲ(୬), ରିମା(୫) ଓ ଦେଢବର୍ଷ ଶିଶୁ ପୁତ୍ର ସତ୍ୟବ୍ରତ ବୋଲି ଜଣାପଡିଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Last Updated : Sep 3, 2020, 2:13 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.