ETV Bharat / state

ମୟୂରଭଞ୍ଜ ଜିଲ୍ଲାରୁ ପୁଣି ୪୯ କରୋନା ପଜିଟିଭ ଚିହ୍ନଟ - mayurbhanj news

ମୟୂରଭଞ୍ଜ ଜିଲ୍ଲାରେ ପୁଣି ୪୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୭ ରେ ପହଞ୍ଚିଛି। ଅଧିକ ପଢନ୍ତୁ...

covid19 positive
ମୟୂରଭଞ୍ଜ ଜିଲ୍ଲାରୁ ପୁଣି ୪୯ କରୋନା ପଜିଟିଭ ଚିହ୍ନଟ
author img

By

Published : Nov 29, 2020, 4:13 PM IST

ବାରିପଦା: ମୟୂରଭଞ୍ଜ ଜିଲ୍ଲାରୁ ରବିବାର ପୁଣି ୪୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୭ ରେ ପହଞ୍ଚିଛି । ତେବେ ଜିଲ୍ଲାରୁ ମୋଟ ୧୨୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୪ ଜଣ କୋରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି ।

ମୟୂରଭଞ୍ଜ ଜିଲ୍ଲାରୁ ପୁଣି ୪୯ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟାରେ ମୟୂରଭଞ୍ଜ ଜିଲ୍ଲା ଷଷ୍ଠ ସ୍ଥାନରେ ରହିଥିବା ବେଳେ ସରକାରୀ ରିପୋର୍ଟ ଅନୁଯାୟୀ କୋରୋନାରେ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୭୯ କୁ ବୃଦ୍ଧି ହୋଇଛି । ତେବେ ସଂକ୍ରମିତଙ୍କ ସଂଖ୍ୟାରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ସର୍ବାଧିକ ରହିଛି । ରବିବାର ଚିହ୍ନଟ ୪୯ ଜଣ କୋରୋନା ଆକ୍ରାନ୍ତ ହୋମ ଆଇସୋଲେସନ ଏବଂ ବାରିପଦା ବାଙ୍କୀଷୋଳ କୋଭିଡ ହସ୍ପିଟାଲରେ ରହି ଚିକିତ୍ସିତ ହେଉଛନ୍ତି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.