ETV Bharat / state

‘ପରୀ’କୁ ନ୍ୟାୟ; ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ଗର୍ଜିଲା ABVP - ABVP protest to demand for justis for Pari

ପରୀକୁ ନ୍ୟାୟ ଦେବା ଦାବିରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସଦସ୍ୟ ।

ପରୀକୁ ନ୍ୟାୟ ଓ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି

author img

By

Published : Dec 3, 2020, 5:48 PM IST

ରାଇରଙ୍ଗପୁର: ପରୀକୁ ନ୍ୟାୟ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲା ଏବିଭିପି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସଦସ୍ୟ ।

ପରୀକୁ ନ୍ୟାୟ ଓ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି

ରାଇରଙ୍ଗପୁର ଏବିଭିପି ପକ୍ଷରୁ ପରୀ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏବିଭିପି ପକ୍ଷରୁ ରାଜ୍ୟ ସରକାର ବିରୋଧୀ ସ୍ଲୋଗାନ ଦେବା ସହ ଯଥାଶୀଘ୍ର ପରୀକୁ ନ୍ୟାୟ ଦାବି କରାଯାଇଥିଲା । ସେପଟେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.