ETV Bharat / state

ନାବାଳିକା ଦୁଷ୍କର୍ମକାରୀକୁ ୫ବର୍ଷ କାରାଦଣ୍ଡାଦେଶ

author img

By

Published : Dec 22, 2022, 9:40 PM IST

ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ସ୍ଵତନ୍ତ୍ର ପୋକସୋ କୋର୍ଟ ବିଚାରପତି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ ପୂର୍ବକ ୫ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି। ଅଧିକ ପଢନ୍ତୁ

ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଦୌରା ଜଜ
ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଦୌରା ଜଜ

ବାରିପଦା: ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ସ୍ଵତନ୍ତ୍ର ପୋକସୋ କୋର୍ଟ ବିଚାରପତି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ ପୂର୍ବକ ୫ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି।

ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ସ୍ଵତନ୍ତ୍ର ପୋକସୋ କୋର୍ଟ ବିଚାରପତି ଦୁର୍ଗା ଚରଣ ମିଶ୍ର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ ପୂର୍ବକ ୫ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୧ ବର୍ଷର ଅତିରିକ୍ତ ଜେଲଦଣ୍ଡା ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ବହଲଦା ଥାନା ଅନ୍ତର୍ଗତ ଡାକଡିହା ଗ୍ରାମର ମିଥାଇ ନାୟକ(୬୫)।

ସୂଚନାଯୋଗ୍ୟଯେ ୨୦୧୯ ଅକ୍ଟୋବର ୨ ତାରିଖରେ ଅଭିଯୁକ୍ତ ମିଥାଇ ନାୟକ ଗ୍ରାମର ଜୈନିକା ୩ବର୍ଷର ନାବାଳିକା ସାଙ୍ଗ ସହିତ ଖେଳୁଥିବା ସମୟରେ ଘରକୁ ନେଇ ବଳପୂର୍ବକ ଦୁଷ୍କର୍ମ କରିଥିଲା । ଏ ଘଟଣା ବାବଦରେ ପରିବାର ଲୋକେ ଜାଣିବା ପରେ ଏହାକୁ ନେଇ ବହଲଦା ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଏହାକୁ ନେଇ କେସ ନମ୍ବର ୬୩/୨୦୧୯ରେ ପୋକ୍ସ ଧାରା ଅନୁଯାୟୀ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୨୦ ଜଣ ସାକ୍ଷୀଙ୍କ ବୟାନ ଓ ତଦନ୍ତ ରିପୋର୍ଟକୁ ଭିତ୍ତିକରି ଜର୍ଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ଏହି ମାମଲାର ପରିଚାଳନା କରୁଥିଲେ।

ଇଟିଭି ଭାରତ, ମୟୂରଭଞ୍ଜ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.