ETV Bharat / state

ଅଖିଳ ଭାରତ କୃଷକ ସଭା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ - ମୟୂରଭଞ୍ଜ ଖବର

ଅଖିଳ ଭାରତ କୃଷକ ସଭା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ । ୧୪ ଦଫା ସମ୍ବଳିତ ଦାବି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ । ଅଧିକ ପଢନ୍ତୁ...

ଅଖିଳ ଭାରତ କୃଷକ ସଭା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

author img

By

Published : Sep 4, 2021, 1:26 PM IST

ରାଇରଙ୍ଗପୁର: ତିନି କୃଷି ଆଇନ ରଦ୍ଦ ଏବଂ ସର୍ବନିମ୍ନ ସହାୟକ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ଦାବି ନେଇ ଅଖିଳ ଭାରତ କୃଷକ ସଭା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହା ସହିତ ରାଷ୍ଟପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ମୟୂରଭଞ୍ଜ ଜିଲ୍ଲାର ତିରିଂ ତହସିଲଦାରଙ୍କ ଜରିଆରେ ରାଷ୍ଟ୍ରପତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଅଖିଳ ଭାରତ କୃଷକ ସଭା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

କୃଷି ଆଇନ ବିରୋଧ କରି ଦିଲ୍ଲୀ ଠାରେ ଗତ ୮ ମାସରୁ ଅଧିକ ସମୟ ଧରି ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି । ଅଖିଳ ଭାରତ କୃଷକ ସଂଘ ସମନ୍ବୟ ସମିତି ଆହ୍ବାନରେ ତିରିଂ ବ୍ଲକ ଅଖିଳ ଭାରତ କୃଷକ ସଭା ପକ୍ଷରୁ ସିପିଆଇ ଜିଲ୍ଲା ଉପସଭାପତି ତ୍ରୀନାଥ ପାତ୍ରଙ୍କ ନେତୃତ୍ବରେ ତିରିଂ ତହସିଲଦାର ଓ ବିଡିଓଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ୧୪ ଦଫା ସମ୍ବଳିତ ଦାବି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.