ETV Bharat / state

ବାରମାଇଲରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସହ ପଞ୍ଚାୟତରାଜ ଦିବସ ପାଳିତ

ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ନିର୍ବାଚନ ମଣ୍ଡଳୀ ବାରମାଇଲ ଠାରେ ବିଜୁ ବାବୁଙ୍କ ୧୦୫ତମ ଜନ୍ମଜୟନ୍ତୀ ଓ ପଞ୍ଚାୟତ ରାଜ ଦିବସ ପାଳିତ। ଅଧିକ ପଢନ୍ତୁ...

biju jayanti and panchayat raj divas celebreated in mayurbhanj
ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଓ ପଞ୍ଚାୟତରାଜ ଦିବସ ପାଳିତ
author img

By

Published : Mar 5, 2021, 8:31 PM IST

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ପାଳନ ହେଲା ବିଜୁ ଜୟନ୍ତୀ ଓ ପଞ୍ଚାୟତରାଜ ଦିବସ । ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ନିର୍ବାଚନ ମଣ୍ଡଳୀ ବାରମାଇଲ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମଜୟନ୍ତୀ ଓ ପଞ୍ଚାୟତ ରାଜ ଦିବସ ବିଜେଡି ପକ୍ଷରୁ ପାଳିତ ହୋଇଯାଇଛି।

ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଓ ପଞ୍ଚାୟତରାଜ ଦିବସ ପାଳିତ

ବିଜୁ ଜନତା ପକ୍ଷରୁ ମୋରଡ଼ା ବ୍ଲକର ବାର ମାଇଲ ହାଟ ପଡିଆଠାରେ ମୋରଡ଼ା ନିର୍ବାଚନ ମଣ୍ଡଳୀସ୍ତରୀୟ ଏହି କାର୍ଯ୍ୟକ୍ରମରେ ମୋରଡ଼ା, ରାସଗୋବିନ୍ଦପୁର ଓ ଶୁଳିଆପଦା ବ୍ଲକରୁ ବିଜେଡି କର୍ମୀମାନେ ଯୋଗ ଦେଇଥିଲେ। ବିଧାୟକ ରାଜକିଶୋର ଦାସ ଓ ମଞ୍ଚସିନ ଅତିଥିମାନେ ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କରିବା ସହ ବିଜୁ ପଟ୍ଟନାୟକଙ୍କ ଫୋଟରେ ପୁଷ୍ପ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମୋରଡ଼ା ବିଧାୟକ ରାଜକିଶୋର ଦାଶ, ପୂର୍ବତନ ବିଧାୟକ ଛତିଶ ଧଳ ଓ ଅନ୍ୟାନ୍ୟ ବିଜେଡି ନେତାମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଓଡିଶା ପ୍ରତି ଅବଦାନ ଓ ତାଙ୍କ ବୀରତ୍ବ ଉପରେ ନେତାମାନେ ଆଲୋଚନା କରିଥିଲେ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.