ETV Bharat / state

ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି - bjp protest aginst cm for unemployeement

ବିଭିନ୍ନ ଦାବି ନେଇ ମୟୂରଭଞ୍ଜ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ...

bjp protest aginst cm in mayurbhanja
ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
author img

By

Published : Feb 20, 2020, 8:23 PM IST

ବାରିପଦା: ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ଦାବି ନେଇ ମୟୂରଭଞ୍ଜ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

କେନ୍ଦ୍ରର ରିପୋର୍ଟ ଅନୁଯାୟୀ, ବେକାରୀ ସମସ୍ୟାରେ ଓଡିଶା ଦେଶର ଏକ ନମ୍ବର ରାଜ୍ୟ । ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେକାରୀ ସମସ୍ୟା ଦୂର କରିବାରେ ବିଫଳ ହୋଇଛନ୍ତି ।

ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଯାହାକୁ ନେଇ ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ମୟୂରଭଞ୍ଜ ଜିଲ୍ଲା ବିଜେପି ପକ୍ଷରୁ ମଧ୍ୟ ଶତାଧିକ କର୍ମୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି । ବେକାର ଯୁବକ ଯୁବତୀଙ୍କୁ ରୋଜଗାର, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା, ଶିକ୍ଷା ବ୍ୟବସ୍ଥାରେ ସୁଧାର ସହ ଅନ୍ୟାନ୍ୟ ଦାବିକୁ ନେଇ ଗୁରୁବାର ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.