ETV Bharat / state

ହାଥରସ ଘଟଣା; ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ, ଯୋଗୀଙ୍କ ଇସ୍ତଫା ଦାବି

author img

By

Published : Oct 2, 2020, 2:39 PM IST

ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ପକ୍ଷରୁ ବାରିପଦା ଏମପିସି କଲେଜ ସମ୍ମୁଖରେ ବିଜେପି ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହା ସହ ଉତ୍ତର ପ୍ରଦେଶର ବିଜେପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଇସ୍ତଫା ଦାବିରେ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶ ପୁତ୍ତଳିକା ଦାହ କରିଛି ଜିଲ୍ଲା କଂଗ୍ରେସ ।

ହାଥରସ ଘଟଣା; ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ, ଯୋଗୀଙ୍କ ଇସ୍ତଫା ଦାବି
ହାଥରସ ଘଟଣା; ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ, ଯୋଗୀଙ୍କ ଇସ୍ତଫା ଦାବି

ବାରିପଦା: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ପୀଡିତାଙ୍କ ମୃତ୍ୟୁ ପରେ ନ୍ୟାୟ ପାଇଁ ଦେଶବ୍ୟାପୀ ଜଳୁଛି ବିଦ୍ରୋହର ନିଆଁ । ଏହି କ୍ରମରେ ଗୁରୁବାର ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ପାଇଁ ଦିଲ୍ଲୀରୁ ହାଥରସ ଯାଉଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ୟୁପି ପୋଲିସ ରାସ୍ତା ଉପରେ ଠେଲାପେଲା କରିଥିଲା । ଯାହାକୁ ତୀବ୍ର ନିନ୍ଦା କରିଛି କଂଗ୍ରେସ ।

ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ପକ୍ଷରୁ ବାରିପଦା ଏମପିସି କଲେଜ ସମ୍ମୁଖରେ ବିଜେପି ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହା ସହ ଉତ୍ତର ପ୍ରଦେଶର ବିଜେପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଇସ୍ତଫା ଦାବିରେ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶ ପୁତ୍ତଳିକା ଦାହ କରିଛି ଜିଲ୍ଲା କଂଗ୍ରେସ । ମୟୂରଭଞ୍ଜ ଜିଲ୍ଲା କଂଗ୍ରେସର ସଭାପତି ହେମନ୍ତ ଦାସଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.