ETV Bharat / state

ରାଇରଙ୍ଗପୁରରେ ଆରମ୍ଭ ହେଲା ଭୋଟ ଗଣତି

ମୟୂରଭଞ୍ଜରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ପରିସରରେ ସକାଳ 8ଟାରୁ ଆରମ୍ଭ ହୋଇଛି ଭୋଟ ଗଣତି । ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଓ ସାରସକଣା ନିର୍ବାଚନ ମଣ୍ଡଳୀ ପାଇଁ ଏଠାରେ ଗଣତି ଜାରି ରହିଛି ।

author img

By

Published : May 23, 2019, 12:05 PM IST

ଫଟୋ ସୌଜନ୍ୟ- ପ୍ରତିନିଧି, ରାଇରଙ୍ଗପୁର

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଛି ଭୋଟ ଗଣତି । ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଓ ସାରସକଣା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । ଏନେଇ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ରାଇରଙ୍ଗପୁର

ଭୋଟ ଗଣତି କେନ୍ଦ୍ର ଠାରୁ ୫୦୦ ମିଟର ଦୂରରେ ଗାଡ଼ି ପାର୍କିଂ ବ୍ୟବସ୍ଥା କରାଯାଇଛି । ତା'ସହ ୨୦୦ ମିଟର ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି । ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ତରଫରୁ ବ୍ୟାପକ ବନ୍ଦୋବସ୍ତ ମଧ୍ୟ କରାଯାଇଛି।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.