ETV Bharat / state

ଚାଙ୍ଗୁବାଦ୍ୟରେ ମନ ମୋହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ପ୍ରସିଦ୍ଧ ଧର୍ମକ୍ଷେତ୍ର ଚିତ୍ରଡା ଜଗନ୍ନାଥ ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜଗନ୍ନାଥ ମନ୍ଦିର ପରିସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ଗିରିଧାରୀ ଗମାଙ୍ଗ ଯୋଗଦେଇଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା ମୟୂରଭଞ୍ଜ
author img

By

Published : Jul 10, 2019, 5:15 PM IST

ବାରିପଦା: ରଥଯାତ୍ରା ଉପଲକ୍ଷେ ମୟୂରଭଞ୍ଜର ପ୍ରସିଦ୍ଧ ଧର୍ମକ୍ଷେତ୍ର ଚିତ୍ରଡା ଜଗନ୍ନାଥ ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜଗନ୍ନାଥ ମନ୍ଦିର ପରିସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ଗିରିଧାରୀ ଗମାଙ୍ଗ ଯୋଗ ଦେଇଛନ୍ତି । ଏହାସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ ଗିରିଧାରୀ ଗମାଙ୍ଗଙ୍କ ଦ୍ଵାରା ଚାଙ୍ଗୁ, ଭଜନ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା ମୟୂରଭଞ୍ଜ

ଓଡିଶା ସଂସ୍କୃତି ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଓଡିଶୀ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା । ଚିତ୍ରଡା ଧର୍ମକ୍ଷେତ୍ରରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ଶହ ଶହ ଲୋକଙ୍କ ଭିଡ଼ ଜମିଥିଲା ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ବ୍ଲକ ର ପ୍ରସିଦ୍ଧ ଧର୍ମକ୍ଷେତ୍ର ଚିତ୍ରଡା ଜଗନ୍ନାଥ ମନ୍ଦିର ରଥଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚିତ୍ରଡା ସ୍ଥିତ ଜଗନ୍ନାଥ ମନ୍ଦିର ପରିସର ରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ଗିରିଧାରୀ ଗମାଙ୍ଗ ଯୋଗଦେଇ ଚାଙ୍ଗୁ ବାଦ୍ୟ ବଜାଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ ଗିରିଧାରୀ ଗମାଙ୍ଗ ଙ୍କ ଦ୍ଵାରା ଚାଙ୍ଗୁ, ଭଜନ, ଓଡିଶୀ ନୃତ୍ୟ ପ୍ରଦର୍ଶିତ ହୋଇଥିଲା। ଓଡିଶା ସଂସ୍କୃତି ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଓଡିଶୀ ନୃତ୍ୟ ଲୋକଙ୍କ ମନମହିଥିଲା ଅନ୍ୟପକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗ ନିଜ କଳା କୌଶଳ ପ୍ରଦର୍ଶନ କରିଥିଲେ।

Body:ଚିତ୍ରଡା ଧର୍ମକ୍ଷେତ୍ର ରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ଶହ ଶହ ଲୋକଙ୍କ ଭିଡ଼ ଜମିଥିଲା।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.