ETV Bharat / state

ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Mar 5, 2021, 4:42 PM IST

ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ଯୁବକ ଆତ୍ମହତ୍ୟା କରିଥିବା ସନ୍ଦେହ । ଅଧିକ ପଢନ୍ତୁ...

ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ଧାନଶୋଳା ଗାଁ ନିକଟ ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ସେହି ଗ୍ରାମର ପ୍ରମୋଦ କୁମାର ମହାନ୍ତି । ତେବେ ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ଯୁବକ ଜଣକ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି ।

ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୂଚନାଯୋଗ୍ୟ, ଗୁରୁବାର ରାତିରୁ ଯୁବକ ଜଣକ ଘରୁ ବ୍ୟାଗ ଧରି ବାହାରି ଆସିଥିଲେ । ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ଗାଁ ଚାଷ ଜମି ନିକଟସ୍ଥ ଆମ୍ବ ଗଛରେ ଯୁବକଙ୍କ ମୃତଦେହ ଝୁଲିଥିବାର ଦେଖିବାକୁ ପାଇଥିଲେ । ଖବର ପାଇ ମୋରଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.