ETV Bharat / state

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅଞ୍ଚଳରେ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଜାମଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

author img

By

Published : Nov 21, 2019, 7:08 PM IST

ଫଟୋ ସୌଜନ୍ୟ : ପ୍ରତିନିଧି, ରାଇରଙ୍ଗପୁର

ରାଇରଙ୍ଗପୁର: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅଞ୍ଚଳରେ । ଜାମଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ।

ଭିଡିଓ ସୌଜନ୍ୟ : ପ୍ରତିନିଧି, ରାଇରଙ୍ଗପୁର

ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଗୋହିରା ଗାଁ ମୁଣ୍ଡ ଏକ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି । ମୃତବ୍ୟକ୍ତି ଜଣକ ଜାମଦା ଥାନା ଅନ୍ତର୍ଗତ ମଧୁପୁର ଗ୍ରାମର ଦଶରଥ ମୁର୍ମୁ (ଡୁକା)ଙ୍କ ପୁଅ ରାଜେଶ ମୁର୍ମୁ ବୋଲି ଜଣାପଡିଛି । ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ ରାଜେଶ ମୁର୍ମୁଙ୍କ ମାଆ କାର୍ମି ମୁର୍ମୁଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରାଯାଇଥିଲା । ତେବେ ମା'ଙ୍କ ମୃତ୍ୟୁ ପରେ ରାଜେଶ ଭାଙ୍ଗି ପଡିଥିଲେ ଓ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ । ରାଜେଶ ମାନସିକ ଚାପ ଯୋଗୁ ଆତ୍ମହତ୍ୟା କରିଥିବା ସନ୍ଦେହ ପ୍ରକାଶ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ତେବେ ପୋଲିସ ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିବା ଜଣାପଡିଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

Intro:ରାଇରଙ୍ଗପୁର : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର , ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଗୋହିରା ଗାଁ ମୁଣ୍ଡ ଏକ ଗଛରୁ। ମୃତ୍ୟୁ ବରଣ କରିଥିବା ଯୁବକ ଜଣକ ହେଲେ ଜାମଦା ଥାନା ଅନ୍ତର୍ଗତ ମଧୁପୁର ଗ୍ରାମର ଦଶରଥ ମୁର୍ମୁ (ଡୁକା) ଙ୍କ ପୁଅ ରାଜେଶ ମୁର୍ମୁ । ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ ରାଜେଶ ମୁର୍ମୁଙ୍କ ମାଆ କାର୍ମି ମୁର୍ମୁ ଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରାଯାଇଥିଲା । ତେବେ ମା'ଙ୍କ ମୃତ୍ୟୁ ପରେ ରାଜେଶ ଭାଙ୍ଗି ପଡିଥିଲେ ଓ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ । ତେବେ ଆଜି ଜାମଦା ଥାନା ପୋଲିସ ଗୋହିରା ଗ୍ରାମରେ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର କରିବା ପରେ ରାଜେଶଙ୍କ ପରିବାର ଲୋକେ ରାଜେଶ ବୋଲି ଚିହ୍ନଟ କରିବା ସହ ରାଜେଶ ମାନସିକ ଚାପ ଯୋଗୁ ଆତ୍ମହତ୍ୟା କରିଥିବା ସନ୍ଦେହ ପ୍ରକାଶ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ତେବେ ପୋଲିସ ମୃତ ଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିବା ଜଣାପଡିଛି।Body:XConclusion:X
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.