ETV Bharat / state

ପାରିବାରିକ କଳହକୁ କେନ୍ଦ୍ରକରି ଯୁବକଙ୍କ ଆତ୍ମହତ୍ୟା

author img

By

Published : Jan 19, 2021, 8:43 PM IST

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପାରିବାରିକ କଳହକୁ କେନ୍ଦ୍ର କରି ଯୁବକଟି ଆତ୍ମହତ୍ୟା କରିଥିବା ପୋଲିସର ସୂଚନା । ଅଧିକ ପଢନ୍ତୁ...

ପାରିବାରିକ କଳହକୁ କେନ୍ଦ୍ରକରି ଯୁବକଙ୍କ ଆତ୍ମହତ୍ୟା
ପାରିବାରିକ କଳହକୁ କେନ୍ଦ୍ରକରି ଯୁବକଙ୍କ ଆତ୍ମହତ୍ୟା

ରାଇରଙ୍ଗପୁର: ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା । ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ ବୋଲାଣିପୋଷି ଗ୍ରାମରେ ଘଟିଛି ଏହି ଦୁଃଖଦ ଘଟଣା । ମୃତ ଯୁବକ ଉକ୍ତ ଗ୍ରାମର ମିଥୁନ ବଗାଳ ।

ସୂଚନାଯୋଗ୍ୟ, ଗ୍ରାମ ନିକଟସ୍ଥ ଏକ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଘରୋଇ କଳିକୁ କେନ୍ଦ୍ରକରି ଯୁବକଟି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିବା ପୋଲିସ ସୂଚନା ଦେଇଛି ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.