ETV Bharat / state

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ହାଣଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀକୁ ପିଟିପିଟି ହତ୍ୟା କରିଛି ସ୍ୱାମୀ। ଅଧିକ ପଢନ୍ତୁ...

author img

By

Published : Aug 20, 2021, 10:15 PM IST

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

ବାରିପଦା: ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀ ନିଜ ସ୍ତ୍ରୀକୁ ପିଟିପିଟି ହତ୍ୟା କରି ଥିବାର ଅଭିଯୋଗ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ହାଣଦା ଗାଁରେ।

ଗତକାଲି(ଗୁରୁବାର) ରାତିରେ କୌଣସି କାରଣ ପାଇଁ ସ୍ୱାମୀ ବଳରାମ ସିଂଙ୍କ ସ୍ତ୍ରୀ ରଇବାରୀ ମଧ୍ୟରେ ବଚସା ହେଇଥିଲା। ଏଥିରେ ସ୍ୱାମୀ ଉତକ୍ଷିପ୍ତ ହୋଇ ସ୍ତ୍ରୀକୁ ମାରପିଟ କରିଥିଲେ। ପରେ ସ୍ତ୍ରୀ ତଳେ ପଡିଯାଇଥିବାର ପ୍ରତ୍ୟକ୍ଷଦର୍ଶୀ ମୃତକଙ୍କ ଭଉଣୀ ସୂଚନା ଦେଇଛନ୍ତି। ରଇବାରିଙ୍କୁ ଗୁରୁତର ଅବସ୍ଥାରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥୁଲା । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ବାମୀକୁ ଥାନାକୁ ଆଣି ଅଧିକ ତଦନ୍ତ କରୁଛି।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.