ETV Bharat / state

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

ବାରିପଦା ଦେଇ ଯାଇଥିବା ୧୮ ନମ୍ବର ଜାତୀୟ ରାଜପଥ ମୁର୍ଗାବାଡି ଗୋଲେଇ ନିକଟରେ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ପ୍ରତିକାତ୍ମକ ଫଟୋ
author img

By

Published : Nov 14, 2019, 11:33 PM IST

ବାରିପଦା: ବାରିପଦା ମୁର୍ଗାବାଡି ଗୋଲେଇ ନିକଟରେ ସଡକ ଦୁର୍ଘଟଣା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ପରିଚୟ ମିଳିପାରି ନାହିଁ ।

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ସୁଚନା ମୁତାବକ ବାରିପଦା ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥ ମୁର୍ଗାବାଡି ଗୋଲେଇ ନିକଟରେ ଏକ ହୋଣ୍ଡାସାଇନ ମୋଟର ସାଇକେଲକୁ ଏକ ଅଜଣା ଗାଡି ଧକ୍କା ଦେବାରୁ ଘଟଣା ସ୍ଥଳରେ ମୋଟର ସାଇକେଲ ଚାଳକଙ୍କର ମୃତ୍ୟୁ ଘଟିଛି । ତେବେ ଦୁର୍ଘଟଣା ଘଟାଇଥିବା ଗାଡିର କୌଣସି ପତ୍ତା ମିଳିପାରିନଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି କଣ୍ଟେନର ଥିଲା ବୋଲି ଆଲୋଚନା ହେଉଛି । ବାରିପଦା ଟାଉନଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:Body:ଆଜି ରାତି ୮ ଟା ସମୟରେ ବାରିପଦା ମୁର୍ଗାବାଡି ଗୋଲେଇ ନିକଟରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ପରିଚୟ ମିଳିପାରି ନାହିଁ । ସୁଚନା ମୁତାବକ ବାରିପଦା ଦେଇ ଯାଇଥିବା ୧୮ ନମ୍ବର ଜାତୀୟ ରାଜପଥ ମୁର୍ଗାବାଡି ଗୋଲେଇ ନିକଟରେ ଏକ ହୋଣ୍ଡାସାଇନ ମୋଟର ସାଇକେଲ OD11L 5259କୁ ଏକ ଅଜଣା ଗାଡି ଧକ୍କା ଦେବାରୁ ଘଟଣା ସ୍ଥଳରେ ମୋଟରସାଇକେଲ ଚାଳକ ଜଣଙ୍କର ମୃତ୍ୟୁ ଘଟିଛି । ତେବେ ଦୁର୍ଘଟଣା ଘଟାଇଥିବା ଗାଡିର କୌଣସି ପତ୍ତା ମିଳିପାରିନଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି କଣ୍ଟେନର ଥିଲା ବୋଲି ଆଲୋଚନା ହେଉଛି।ବାରିପଦା ଟାଉନଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.