ETV Bharat / state

ବାତ୍ୟା ଜୱାଦକୁ ମୟୂରଭଞ୍ଜରେ ପ୍ରସ୍ତୁତି ବୈଠକ - ମୟୂରଭଞ୍ଜରେ ବାତ୍ୟା ପାଇଁ ଜରୁରୀ ବୈଠକ

ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ଜୱାଦକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିକ ପଢନ୍ତୁ

ବାତ୍ୟା ଜୱାଦକୁ ମୟୁରଭଞ୍ଜ ରେ ପ୍ରସ୍ତୁତି ବୈଠକ

author img

By

Published : Dec 2, 2021, 10:24 PM IST

ବାରିପଦା: ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା ଜୱାଦ । ଆସନ୍ତା ୪ ତାରିଖରେ ଏହା ଓଡ଼ିଶା ଉପକୂଳ ଛୁଇଁବ । ୪ ଓ ୫ ତାରିଖରେ ଓଡ଼ିଶାର ଉପକୂଳ ଅଞ୍ଚଳର ୯ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ପବନ ବୋହିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି । SRCଙ୍କ ନିର୍ଦ୍ଦେଶ ପରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବାତ୍ୟା ଜୱାଦକୁ ମୟୁରଭଞ୍ଜ ରେ ପ୍ରସ୍ତୁତି ବୈଠକ

ଏହି ବୈଠକରେ ସମସ୍ତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ। ।ଏହି ବୈଠକରେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଓଡ୍ରାଫ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.