ETV Bharat / state

ମୟୂରଭଞ୍ଜ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ନାରଦ ଜୟନ୍ତୀ - ମୟୂରଭଞ୍ଜ

ମୟୂରଭଞ୍ଜ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ସମାରୋହ ୨୦୧୯ ପାଳିତ ହୋଇଛି । ଏହି ସମାରୋହରେ ‘ରାଷ୍ଟ୍ର ହିତରେ କଲମ’ଶୀର୍ଷକ ଆଲୋଚନା ସହ ସାମ୍ବାଦିକମାନଙ୍କୁ ସମ୍ମାନିତ କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ
author img

By

Published : Jun 6, 2019, 11:45 PM IST

ମୟୂରଭଞ୍ଜ: ସୃଷ୍ଟିର ଆଦ୍ୟ ସାମ୍ବାଦିକ ହେଉଛନ୍ତି ଦେବର୍ଷି ନାରଦ । ତାଙ୍କ ଜୟନ୍ତୀ ଅବସରରେ ମୟୂରଭଞ୍ଜ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ସମାରୋହ ୨୦୧୯ ପାଳିତ ହୋଇଛି । ଏହି ସମାରୋହରେ ‘ରାଷ୍ଟ୍ର ହିତରେ କଲମ’ଶୀର୍ଷକ ଆଲୋଚନା ସହ ସାମ୍ବାଦିକମାନଙ୍କୁ ସମ୍ମାନିତ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ

ବାରିପଦା ସ୍ଥିତ ମୟୂରଭଞ୍ଜ ଆଥଲେଟିକ ଆସୋସିଏସନ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମାରୋହରେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ କୁମାର ଚାନ୍ଦ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ମୟୂରଭଞ୍ଜ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଅରୁଣ କୁମାର ଓତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ‘ରାଷ୍ଟ୍ର ହିତରେ କଲମ’ଶୀର୍ଷକ ଆଲୋଚନା ହୋଇଥିଲା। ଏହି ଅବସରରେ ଜିଲ୍ଲାର ଚାରିଜଣ ସାମ୍ବାଦିକଙ୍କୁ ସମ୍ମାନିତ କରାଯାଇଛି । ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଅମରେନ୍ଦ୍ର ଲାଲ ବୋଷ ଓ ସାମ୍ବାଦିକ ସ୍ୱର୍ଗତ ମଳୟ କୁମାର ମହାନ୍ତଙ୍କ ସ୍ମୃତି ଉଦ୍ଦେଶ୍ୟରେ ମଧ୍ୟ ସାମ୍ବାଦିକମାନଙ୍କୁ ସମ୍ମାନିତ କରାଯାଇଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:Body:

terter

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.