ETV Bharat / state

ବସ ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ମୃତ । କ୍ଷତିପୂରଣ ଦାବିରେ ରାସ୍ତାରୋକ କଲେ ସ୍ଥାନୀୟଲୋକେ ।

author img

By

Published : Aug 11, 2019, 2:41 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ

ବାରିପଦା: ବେତନଟୀ ଥାନା ଜାତୀୟ ରାଜପଥ ରାଗଧା ଛକରେ ଦୁର୍ଘଟଣା । ବସ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସୁରେଇଡିହି ଗାଁର ବନମାଳୀ ମହାନ୍ତ । ସେପଟେ କ୍ଷତିପୂରଣ ଲାଗି ରାଜରାସ୍ତାକୁ ଅବରୋଧ କରିଛନ୍ତି ସ୍ଥାନୀୟଲୋକ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ

ସୂଚନାଯୋଗ୍ୟ, ବନମାଳୀ ଏକ କାମରେ ରାଗଧା ଯାଉଥିବାବେଳେ ଏକ ବସ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ସ୍ଥାନୀୟ ଲୋକେ ପରିବାର ବର୍ଗଙ୍କୁ କ୍ଷତିପୂରଣ ଦାବି କରିବା ସହ ରାସ୍ତା ଅବରୋଧ କରିଛନ୍ତି । ଫଳରେ ଉଭୟ ପଟୁ ଗାଡି ଚଳାଚଳ ଠପ ହୋଇପଡିଛି ।

ଏହା ପରେ ଘଟଣାସ୍ଥଳେ ବେତନଟୀ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରୁଛନ୍ତି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:ମୟୁରଭଂଜ ଜିଲ୍ଲା ବେତନଟୀ ଥାନା ଜାତୀୟ ରାଜପଥ ର ରାଗଧା ଛକ ରେ ବସ ଧକ୍କା ରେ ସାଇକେଲ ଆରହି ମୃତ। Body:ମୃତକ ଜଣଙ୍କ ହେଲେ ସୁରେଇଡ଼ିହି ଗ୍ରାମର ବନମାଳୀ ମହାନ୍ତ। ବନମାଳୀ ନିଜର କୌଣସି ଏକ କାର୍ଯ୍ୟ ପାଇଁ ରାଗଧା ଛକ କୁ ଯାଉଥିବା ସମୟରେ ଏକ ଯାତ୍ରୀବାହୀ ବସ ପଛପଟୁ ଧକ୍କା ଦେଇଥିଲା ଫଳରେ ଘଟଣାସ୍ଥଳରେ ବନମାଳୀ ମୃତ୍ୟୁ ବରଣ କରିଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯିବା ସହ ମୃତକ ଙ୍କ ପରିବାର ବର୍ଗକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାଜପଥ ଅବୋରଧ କରିଛନ୍ତି। ଫଳରେ ଉଭୟ ପଟୁ ଗାଡି ଚଳାଚଳ ବନ୍ଦ ରହିଛି। ଘଟଣା ସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ଆନ୍ଦୋଳନ କାରୀ ଙ୍କ ସହ ଆଲୋଚନା କରୁଛିConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.