ETV Bharat / state

ବିଷାକ୍ତ ଜଙ୍ଗଲୀ ଛତୁ ଖାଇ ୨ ଜଣ ଗୁରୁତର ଓ ୮ ଜଣ ଅସୁସ୍ଥ

ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମକପୁର ଗ୍ରାମରେ ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାର ର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି । ୨ ଜଣ ଗୁରୁତର ଅବସ୍ଥାରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅଧିକ ପଢନ୍ତୁ...

author img

By

Published : May 4, 2020, 4:21 PM IST

poisioning-mushroom-eat-by-a-family-2-serious-and-8-in-hospital-of-mayurbhanj
ବିଷାକ୍ତ ଜଙ୍ଗଲୀ ଛତୁ ଖାଇ ୨ ଜଣ ଗୁରୁତର ଓ ୮ ଜଣ ଅସୁସ୍ଥ

ରାଇରଙ୍ଗପୁର : ବିଷାକ୍ତ ଛତୁ ଖାଇ ୨ ଗୁରୁତର ଓ ଜଣ ଅସୁସ୍ଥ । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା । ବିଷାକ୍ତ ଜଙ୍ଗଲୀ ଛତୁ ଖାଇ ୨ ଜଣ ଗୁରୁତର ହୋଇଥିବା ବେଳେ ୮ ଜଣ ଅସୁସ୍ଥ ଥିବା ଜଣାପଡ଼ିଛି ।

ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମକପୁର ଗ୍ରାମରେ ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାର ର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି । ଚମକପୁର ଗ୍ରାମର ଆଶ୍ରମ ନାଏକଙ୍କ ପରିବାରର ସଦସ୍ୟ ମାନେ ଜଙ୍ଗଲରେ ଫୁଟିଥିବା ଛତୁ ଆଣି ଘରେ ରୋଷେଇ କରି ଖାଇବା ପରେ ସମସ୍ତେ ଅସୁସ୍ଥ ହୋଇ ପଡିଥିଲେ । ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ତେବେ ସେଥି ମଧ୍ୟରୁ ଜଣେ ଶିଶୁ ଓ ଜଣେ ବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.