ETV Bharat / state

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ - ଦ୍ବିତୀୟ ଶ୍ରୀକ୍ଷେତ୍ର

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ ।

ଫଟୋ ସୌଜନ୍ଯ: ସମ୍ବାଦଦାତା, ମୟୁରଭଞ୍ଜ
author img

By

Published : Jun 28, 2019, 10:07 PM IST

ବାରିପଦା: ଦ୍ବିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ପାଇଁ ଦ୍ବିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ ଜୁନ 4 ତାରିଖରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା । ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି ।

ଫଟୋ ସୌଜନ୍ଯ: ସମ୍ବାଦଦାତା, ମୟୁରଭଞ୍ଜ

ଜିଲ୍ଲାପାଳଙ୍କ ସମେତ ଉପଜିଲ୍ଲାପାଳ, ସହକାରୀ ଜିଲ୍ଲାପାଳ ଓ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ରଥଯାତ୍ରା ପାଇଁ ସମୀକ୍ଷା କରିଛନ୍ତି । ଏହି ବୈଠକରେ ବିଶେଷ କରି ପୋଲିସ, ଅଗ୍ନିଶମ ବିଭାଗ , ସୂଚନା ଲୋକସମ୍ପର୍କ ବିଭାଗର ଅଧିକାରୀଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଛନ୍ତି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:ଦ୍ବିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀ ହରିବଳଦେଵ ଜୀଉ ଙ୍କ ରଥଯାତ୍ରା ପାଇଁ ଦ୍ବିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ ଜୁନ 4 ତାରିଖରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା। ଡି ଆର ଡି ଏ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଙ୍କ ସମେତ ଉପଜିଲ୍ଲାପାଳ, ସହକାରୀ ଜିଲ୍ଲାପାଳ ଓ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ରଥଯାତ୍ରା ପାଇଁ ସମୀକ୍ଷା କରିଛନ୍ତି। ଏହି ବୈଠକରେ ବିଶେଷ କରି ପୋଲିସ, ଅଗ୍ନିଶମ ବିଭାଗ , ସୂଚନା ଲୋକସମ୍ପର୍କ ବିଭାଗ ର ଅଧିକାରୀ ଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଛନ୍ତି। Body:ରଥଯାତ୍ରା କୁ ଶାନ୍ତିଶୃଙ୍ଖଳା ର ସରିବା ପାଇଁ ଜିଲ୍ଲାପାଳ ସବୁ ବିଭାଗ ସହିତ ଆଲୋଚନା କରିଛନ୍ତି।
ବାଇଟ-ଭିନିତ ଭାରଦ୍ୱାଜ-ଜିଲ୍ଲାପାଳ-ମୟୂରଭଞ୍ଜConclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.