ETV Bharat / state

ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୩୧ ଯାଏଁ ବନ୍ଦ ରହିବ ଶିମିଳିପାଳ

author img

By

Published : Jun 11, 2022, 2:33 PM IST

ଆସନ୍ତା ୧୬ରୁ ଅକ୍ଟୋବର ୩୧ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ଦ୍ବାରା ଏଭଳି ନିଷ୍ପତ୍ତି ନିଆଯାଇଛି । ଅଧିକ ପଢ଼ନ୍ତୁ

shimilipal national park will close from june 16
ଆସନ୍ତା ୧୬ରୁ ଅକ୍ଟୋବର ୩୧ ଯାଏ ବନ୍ଦ ରହିବ ଶିମିଳିପାଳ

ରାଇରଙ୍ଗପୁର: ଆସନ୍ତା ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଜାତୀୟ ଅଭୟାରଣ୍ୟ । ଅଭୟାରଣ୍ୟକୁ ପ୍ରବେଶ କରିବା ପାଇଁ ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ ଅନ୍ତର୍ଗତ କାଳିଆଣି ଫାଟକରେ ସାଢେ ଚାରି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଫାଟକ ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ଦ୍ବାରା ଏଭଳି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ବର୍ଷା ୠତୁ ଥିବାରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଜୁନ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଶିମିଳିପାଳ ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଯେପରି କୌଣସି ଅଘଟଣ ନଘଟୁ ସେନେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଥାଏ । ତେବେ ନଭେମ୍ବର ମାସ ୧ ତାରିଖରୁ ପୁନଃ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ ପାଇଁ ପର୍ଯ୍ୟଟକମାନଙ୍କୁ ଅନୁମତି ମିଳିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।

ଇଟିଭି ଭାରତ, ରାଇରଙ୍ଗପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.