ETV Bharat / state

ମୋରଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନସମ୍ବାଦ ରାଲି - ଧର୍ମେନ୍ଦ୍ର ପ୍ରଧାନଙ୍କ ଜନସମ୍ବାଦ ରାଲି

ମୋରଡ଼ା ନିର୍ବାଚନ ମଣ୍ଡଳୀର ବିଜେପି କର୍ମୀଙ୍କ ସହ ଭିଡ଼ିଓ କନଫୋରେନ୍ସ ମାଧ୍ୟମରେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ମୋରଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନସମ୍ବାଦ ରାଲି

author img

By

Published : Jun 29, 2020, 7:46 PM IST

Updated : Jun 29, 2020, 7:59 PM IST

ବାରିପଦା: ମୋରଡ଼ା ନିର୍ବାଚନ ମଣ୍ଡଳୀର ବିଜେପି କର୍ମୀଙ୍କ ସହ ଭିଡ଼ିଓ କନଫୋରେନ୍ସ ମାଧ୍ୟମରେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ମୋଦି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ସେ କର୍ମୀଙ୍କ ସହ ଆଲୋଚନା କରିଛନ୍ତି ।

ମୋରଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନସମ୍ବାଦ ରାଲି

ନରେନ୍ଦ୍ର ମୋଦି ସରକାରଙ୍କ ଦ୍ବିତୀୟ ପାଳିର ପ୍ରଥମ ବର୍ଷରେ ବହୁ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଛି । ଏହି ଅବସରରେ ବିଜେପି ପକ୍ଷରୁ ମୋଦି ସରକାରଙ୍କ ଦ୍ବାରା କରାଯାଇଥିବା ବିକାଶମୂଳକ କାର୍ଯ୍ୟକୁ ଘରେ ଘରେ ପହଞ୍ଚାଇବା ପାଇଁ ଜନସମ୍ବାଦ ରାଲିର ଆୟୋଜନ କରାଯାଇଛି । ସୋମବାର ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୟୂରଭଞ୍ଜ ଜିଲ୍ଲାର ମୋରଡା ବିଧାନସଭା କ୍ଷେତ୍ରର ବିଜେପି କର୍ମୀଙ୍କୁ ଉଦବୋଧନ ଦେଇଛନ୍ତି । ବିଜେପି ପକ୍ଷରୁ ବାରିପଦା ଷ୍ଟାଡିୟମରେ ଆୟୋଜିତ ଭିଡିଓ କନଫୋରେନ୍ସରେ ମୋରଡା ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତାଙ୍କ ସହ କେନ୍ଦ୍ରମନ୍ତ୍ରୀ କଥାବାର୍ତ୍ତା ହୋଇଛନ୍ତି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Last Updated : Jun 29, 2020, 7:59 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.