ETV Bharat / state

ଅଜଣା ଗାଡିଧକ୍କାରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ରାସ୍ତାଜାମ - ବେତନଟୀ ଥାନା

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ । ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ରାସ୍ତା ଅବରୋଧ ହଟିଛି । ଅଧିକ ପଢନ୍ତୁ...

unknown vehicle accident old man death in natinal highway 18 in mayurbhanj
ଫଟୋ ସୌଜନ୍ୟ : ସମ୍ବାଦଦାତା,ମୟୂରଭଞ୍ଜ
author img

By

Published : Dec 22, 2019, 8:27 PM IST

ବାରିପଦା: ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ । ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲା ଦେଇଯାଇଥିବା ଜାତୀୟ ରାଜପଥର ତାରାକୋଟି ଛକ ନିକଟରେ ଦୁର୍ଘଟଣା ଘଟିଛି ।

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ତାରାକୋଟି ଗ୍ରାମ ଛକ ନିକଟରେ ବୃଦ୍ଧ ସୁଦର୍ଶନ ମହାକୁଡ (୬୦) ୧୮ ନଂ ଜାତୀୟ ରାଜପଥ ଅତିକ୍ରମ କରୁଥିବା ସମୟରେ ଅଜଣା ଗାଡି ଧକ୍କା ଯୋଗୁଁ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଏହାପରେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥର ତାରାକୋଟିର ଛକ ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ରାସ୍ତା ଅବରୋଧରୁ ହଟିଛନ୍ତି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

Intro:Body:ମୟୁରଭଞ୍ଜ ଜିଲ୍ଲା ଦେଇଯାଇଥିବା ୧୮ ନଂ ଜାତୀୟ ରାଜପଥ ବେତନଟୀ ଥାନା ର ତାରାକୋଟି ଛକ ନିକଟରେ ଦୁର୍ଘଟଣା ।ଅଜଣା ଗାଡି ଧକ୍କା ରେ ବୃଦ୍ଧା ମୃତ । ମୃତକ ଜଣକ ହେଲେ ତାରାକୋଟି ଗ୍ରାମର ସୁଦର୍ଶନ ମହାକୁଡ (୬୦) । ସୁଦର୍ଶନ ଜାତୀୟ ରାଜପଥ ଅତିକ୍ରମ କରୁଥିବା ସମୟରେ ଘଟିଛି ଘଟଣା । କ୍ଷତି ପୁରଣ ଦାବିରେ ଉତ୍ତ୍ୟକ୍ତ ଜନସାଧାରଣ ଜାତୀୟ ରାଜପଥ ର ତାରାକୋଟି ଛକ ରେ ରାସ୍ତା ଅବରୋଧ କରିଥିଲେ । ଘଟଣା ସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ରାଜପଥ ଅବରୋଧରୁ ଓହରିଲେ ଜନସାଧାରଣ ।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.