ETV Bharat / state

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ - ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ, ଯୋଗ ଦେଲେ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ । ଅଧିକ ପଢନ୍ତୁ...

nabarangpur
ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
author img

By

Published : Jan 12, 2020, 7:41 AM IST

ନବରଙ୍ଗପୁର: ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ରାଜ୍ୟର ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ସେ ତାଙ୍କ ଅଭିଭାଷଣରେ ଶିକ୍ଷା ହିଁ ଆଲୋକ, ଶିକ୍ଷା ଆମ ଜୀବନର ମୁଖ୍ୟ ଅଙ୍ଗ। ଶିକ୍ଷା ବିନା ମନୁଷ୍ୟ ଜୀବନ ତୀକ୍ଷ୍ଣ ଜ୍ଞାନ ପାଇବା କଷ୍ଟ କର ବୋଲି କହିଥିଲେ। ଆଉ ଉତ୍ତମ ଶିକ୍ଷା ଲାଭ କରି ଭଲ ମଣିଷ ହେବାକୁ ଉପଦେଶ ଦେଇଥିଲେ।

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଯୋଗଦେଇଥିଲେ। ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ବଳନ କରାଯାଇ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଂଗୀତ ଗାନ କରଯାଇଥିଲା। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲ ।

ସର୍ବଶେଷରେ ପାଠ ଓ ଖେଳକୁଦରେ କୃତି ହେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ଶମ୍ଭୁ ପ୍ରସାଦ ହୋତା ମଞ୍ଚ ପରିଚାଳନା କରିଥିବା ବେଳେ ଦିଲ୍ଲୀପ କୁମାର ହୋତା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ନବରଙ୍ଗପୁରରୁ ତପନ ବିଷୋୟୀ, ଇଟିଭି ଭାରତ

Intro:ସ୍ଲୋଗ-ନବରଙ୍ଗପୁର ମହାବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପାଳନ, ଯୋଗ ଦେଲେ ମନ୍ତ୍ରୀ ପଦ୍ମିନୀ ଦିଆନ।
ଫର୍ମାଟ-ଏଭିଓ,୧୧/୦୧/୨୦୨୦
ରିପୋର୍ଟ-ତପନ ବିଷୋୟୀ, ନବରଙ୍ଗପୁର।
------------------
ଆଙ୍କର-ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର ମହାବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ଓଡ଼ିଶାର ବୟାନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଉତ୍ସବ କୁ ଉଦଘାଟନ କରିଥିଲେ।ସେ ତାଙ୍କ ଅଭିଭାଷଣ ରେ ଶିକ୍ଷା ହିଁ ଆଲୋକ, ଶିକ୍ଷା ଆମ ଜୀବନର ମୁଖ୍ୟ ଅଙ୍ଗ।ଶିକ୍ଷା ବିନା ମନୁଷ୍ୟ ଜୀବନ ତୀକ୍ଷ୍ଣ ଜ୍ଞାନ ପାଇବା କଷ୍ଟ କର ବୋଲି କହି ଉତ୍ତମ ଶିକ୍ଷା ଲାଭ କରି ଭଲ ମଣିଷ ହେବାକୁ ଉପଦେଶ ଦେଇଥିଲେ।ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ କୁମାର ସାହୁ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ମଞ୍ଚାସିନ ଥିଲେ । ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ବଳନ କରାଯାଇ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଂଗୀତ ଗାନ କରିଥିଲା ।ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ପରିବେଶଣ କରାଯାଇଥିଲା ବେଳେ ପାଠ ଓ ଖେଳକୁଦରେ କୃତି ହେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରିଥିଲା।ଏଥିରେ ଶମ୍ଭୁ ପ୍ରସାଦ ହୋତା ମଞ୍ଚ ପରିଚାଳନା କରିଥିବା ବେଳେ ଦିଲୀପ କୁମାର ହୋତା ଉପସ୍ଥିତ ସମସ୍ତ ଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।ଏହି ଉତ୍ସବରେ ଛାତ୍ରଛାତ୍ରୀ ମାନେ ବହୁ ଖୁସି ଅନୁଭଵ କରି ମଜାମଜଲିସ କରୁଥିବା ଦେଖିବାକୁ ମିଳିଛି।Body:Tapan kumar bissoyi Conclusion:Nabarangpur
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.