ETV Bharat / state

୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ - ୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ

ଛତ୍ରବଟ ଶ୍ମଶାନରେ ୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ । ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ସଫଳତା ପାଇଥିବା ବ୍ୟକ୍ତି ଓ ସଂସ୍ଥା ପୁରସ୍କୃତ । ଅଧିକ ପଢ଼ନ୍ତୁ

୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ
୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ
author img

By

Published : Jul 3, 2022, 4:05 PM IST

ନବରଙ୍ଗପୁର : ନବରଙ୍ଗପୁର ସହର ସ୍ଥିତ ଛତ୍ରବଟ ଶ୍ମଶାନରେ ୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ ହେଇଛି । ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ମହୋତ୍ସବ ପାଳନ ହେବ । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଯାେଗ ଦେଇ ବୃକ୍ଷରୋପଣ କାର୍ଯ୍ଯକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

୭୩ତମ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ପାଳିତ

ଗଛର ଆବଶ୍ୟକତା, ଗଛର ମୂଲ୍ୟ, ଆଗମୀ ପୀଢ଼ି ପାଇଁ ଗଛ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଲୋକଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବାହିଁ ମୁଖ୍ୟ ଉଦ୍ଦେଶ୍ୟ ବୋଲି ଉପସ୍ଥିତ ଅତିଥିମାନେ ପ୍ରକାଶ କରିଥିଲେ । ଏହି ସପ୍ତାହକ ମଧ୍ୟରେ ଅନ୍ୟୁନ ଦୁଇ ହଜାର ବୃକ୍ଷ ରୋପଣ କରାଯିବ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଧାୟକ ସଦାଶିବ ପ୍ରଧାନ, ପୂର୍ବତନ ସାଂସଦ ବଳଭଦ୍ର ମାଝୀ, ଡିଏଫଓ ପ୍ରସନ୍ନ କୁମାର ବେହେରା, ପୌରପରିଷଦ ଅଧ୍ୟକ୍ଷ କୁନୁ ନାୟକ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ସଫଳତା ପାଇଥିବା ବ୍ୟକ୍ତି ଓ ସଂସ୍ଥାକୁ ପୁରସ୍କୃତ କରାଯାଇଥିଲା ।

ଇଟିଭି ଭାରତ, ନବରଙ୍ଗପୁର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.