ETV Bharat / state

ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ - District level meeting for natural disasters

ନବରଙ୍ଗପୁର ଜିଲ୍ଲା ସ୍ଥାନୀୟ ମିଶନ ଶକ୍ତି ବୈଠକ ଗୃହରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ

author img

By

Published : May 4, 2020, 10:30 PM IST

ନବରଙ୍ଗପୁର: ଜିଲ୍ଲା ସ୍ଥାନୀୟ ମିଶନ ଶକ୍ତି ବୈଠକ ଗୃହରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିପର୍ଯ୍ୟସ୍ତକୁ କିପରି ସଫଳତାର ସହିତ ମୁକାବିଲା କରାଯାଇପାରିବ ସେ ନେଇ ଆଲୋଚନା ହୋଇଛି ।

ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ
ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ
ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ
ପ୍ରାକୃତିକ ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ବୈଠକ

ଏହି ବୈଠକରେ ମାନ୍ୟବର ନବରଙ୍ଗପୁର ସାଂସଦଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ମାନ୍ୟବର ବିଧାୟକ ନବରଙ୍ଗପୁର ସଦାଶିବ ପ୍ରଧାନୀ, ମାନ୍ୟବର ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ମାନ୍ୟବର ବିଧାୟକ ଉମେରକୋଟ ନିତ୍ୟାନନ୍ଦ ଗଣ୍ଡ, ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳ, ପ୍ରକଳ୍ପ ନିର୍ଦେଶକ, DRDA ସମେତ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ବୃନ୍ଦ ଯୋଗ ଦେଇଥିଲେ ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.