ETV Bharat / state

ନବରଙ୍ଗପୁରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ - ନବରଙ୍ଗପୁର ଦୁର୍ନୀତ ନିବାରଣ ସପ୍ତାହ କାର୍ଯ୍ୟକ୍ରମ

ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତ ନିବାରଣ ସପ୍ତାହ ପାଳନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଆଜି(ମଙ୍ଗଳବାର) ଠୁ ଏହି କାର୍ଯକ୍ରମ ଆରମ୍ଭ ହୋଇ ଆସନ୍ତା 9 ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଅଧିକ ପଢନ୍ତୁ...

ନବରଙ୍ଗପୁରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ
ନବରଙ୍ଗପୁରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ
author img

By

Published : Oct 27, 2020, 10:17 PM IST

ନବରଙ୍ଗପୁର: ଜିଲ୍ଲାରେ ଆଜି(ମଙ୍ଗଳବାର) ଠାରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି । ଆସନ୍ତା 9 ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ସାମାଜିକ ଦୂରତା ଅବଲମ୍ବନ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଦୁର୍ନୀତିମୁକ୍ତ ସମାଜ ଗଠନ ସମ୍ପର୍କିତ ଶପଥ ପାଠ କରିଥିଲେ। ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ଏବଂ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଉଦ୍ଦେଶ୍ୟ ସଂପର୍କରେ ସୂଚନା ଦେଇଥିଲେ।

ଏଥିରେ ଉପଜିଲ୍ଲାପାଳ ତଥା ଭାରପ୍ରପ୍ତ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଏ ସୁରେଶ, ବିଭାଗ ଅଧିକାରୀ ସନାତନ ପଟ୍ଟନାୟକ, ବରିଷ୍ଠ ରାଜସ୍ବ ସହାୟକ ତ୍ରୀପତି ବାଲାଜୀ ସାହୁ, ଅଶୋକ ଚକ୍ରବର୍ତ୍ତୀ, ତ୍ରିଲୋଚନ ନାୟକ, ଅଜୟ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.