ETV Bharat / state

କୁଜାଜାନୀଗୁଡା ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ଉଦ୍‌ଘାଟନ କଲେ ମନ୍ତ୍ରୀ ଜଗନ୍ନାଥ ସାରାକା - school

ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ କୁଜାଜାନୀଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟିତ । ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ ମନ୍ତ୍ରୀ ଜଗନ୍ନାଥ ସାରାକା ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ନବରଙ୍ଗପୁର
author img

By

Published : Jul 7, 2019, 4:45 PM IST

ନବରଙ୍ଗପୁର: ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ କୁଜାଜାନୀଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟିତ । ଏହାକୁ ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ ମନ୍ତ୍ରୀ ଜଗନ୍ନାଥ ସାରାକା ଯୋଗଦେଇ ଉଦଘାଟନ କରିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ନବରଙ୍ଗପୁର

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଭଲପାଠ ପଢି ପିତାମାତାଙ୍କ ନାମ ରଖିବା ସହ ନିଜ ଭବିଷ୍ୟତ ଉଜ୍ଜ୍ବଳ କରିବାକୁ ପରାମର୍ଶ ଦେଇଥିଲେ । ଉଦଘାଟନ ଉତ୍ସବରେ ମନ୍ତ୍ରୀଙ୍କ ସମେତ ସାଂସଦ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ଉପଜିଲ୍ଲାପାଳ କରୁଣା କର ରାଇକା, ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ ଓ ତେନ୍ତୁଳିଖୁଣ୍ଟି ବିଡିଓ ପ୍ରମୁଖ ଉପସ୍ଥିତ ଥିଲେ ।

ନବରଙ୍ଗପୁରରୁ ତପନ କୁମାର ବିଶୋୟୀ, ଇଟିଭି ଭାରତ

Intro:Body:

asfa

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.