ETV Bharat / state

5 ଦଫା ଦାବି ନେଇ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣା - 5 ଦଫା ଦାବି ନେଇ ଧାରଣା

5 ଦଫା ଦାବି ନେଇ ତେନ୍ତୁଳିଖୁଣ୍ଟି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ ଜୟ ତେନ୍ତୁଳିଖୁଣ୍ଟି ଗ୍ରୁପ ପକ୍ଷରୁ ଧାରଣା ତିନି ଦିନରେ ପହଞ୍ଚିଛି । ଦାବି ପୂରଣ ନହେବା ଯାଏଁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା ଚାଲୁ ରହିବା ସହ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ଚେତାବନି ଦେଇଛନ୍ତି ଅଞ୍ଚଳବାସୀ । ଅଧିକ ପଢନ୍ତୁ...

protest by jay tentulikhunti group over five point demand
5 ଦଫା ଦାବି ନେଇ ତେନ୍ତୁଳିଖୁଣ୍ଟି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣା
author img

By

Published : Nov 14, 2020, 10:30 AM IST

ନବରଙ୍ଗପୁର: ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ ଜୟ ତେନ୍ତୁଳିଖୁଣ୍ଟି ଗ୍ରୁପ ପକ୍ଷରୁ ଧାରଣା । 5 ଦଫା ଦାବି ନେଇ ଡାକ୍ତରଖାନା ସମ୍ମୁଖରେ ଚାଲିଥିବା ଧାରଣା ତିନି ଦିନରେ ପହଞ୍ଚିଛି । ଡାକ୍ତରଙ୍କ ବଦଳି ଆଦେଶ ବାତିଲ ଏବଂ ମହାପ୍ରୟାଣ ଗାଡ଼ି ତୁରନ୍ତ ଯୋଗେଇବା ଭଳି ଆଉ 5 ଟି ଦାବିକୁ ନେଇ ତିନିଦିନ ହେଲା "ଜୟ ତେନ୍ତୁଳିଖୁଣ୍ଟି ମାନବ ସେବା" ଗ୍ରୁପ ଓ ତେନ୍ତୁଳିଖୁଣ୍ଟି ଅଞ୍ଚଳବାସୀଙ୍କ ପକ୍ଷରୁ ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଛି l

5 ଦଫା ଦାବି ନେଇ ତେନ୍ତୁଳିଖୁଣ୍ଟି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣା

ଦୀର୍ଘ ବର୍ଷ ହେଲା ତେନ୍ତୁଳିଖୁଣ୍ଟି ଡାକ୍ତରଖାନାରେ ଅନେକ ସମସ୍ୟା ଲାଗି ରହିଥିଲେ ହେଁ ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ତଥା ରାଜ୍ୟ ସରକାର ଦୃଷ୍ଟି ଦେଉନଥିବାରୁ ଓ ତେନ୍ତୁଳୀଖୁଣ୍ଟି ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଜନ ସାଧାରଣ ଆବଶ୍ୟକୀୟ ସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛନ୍ତି ଆନ୍ଦୋଳନ କାରୀ l ତେଣୁ ପାଞ୍ଚ ଦଫା ଦାବି ନେଇ ଅଞ୍ଚଳବାସୀ ତେନ୍ତୁଳିଖୁଣ୍ଟି ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଛନ୍ତି ।

ଦାବି ପୂରଣ ନହେବା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା ଚାଲୁରହିବା ସହ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରି ରାସ୍ତା ରୋକ କରାଯିବାର ଚେତାବନି ଦେଇଛନ୍ତି ଅଞ୍ଚଳବାସୀ ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.