ETV Bharat / state

ସ୍ବାସ୍ଥ୍ୟସେବା ଉନ୍ନତିକୁ ଗୁରୁତ୍ବ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ - ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼ ସ୍ବାସ୍ଥ୍ୟସେବା ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅଧିକ ପଢନ୍ତୁ...

ନୟାଗଡ଼ରେ ସ୍ବାସ୍ଥ୍ୟସେବା ଉନ୍ନତିକୁ ଗୁରୁତ୍ବ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 18, 2021, 9:32 PM IST

ନୟାଗଡ଼: ଜିଲ୍ଲାର ସ୍ବାସ୍ଥ୍ୟସେବା ଉନ୍ନତି ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଶୁକ୍ରବାର ସାଢେ 5ଟା ସମୟରେ ନୟାଗ଼ଡ ମୁଖ୍ୟ ଚିକିତ୍ସାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ନୟାଗଡ଼ରେ ସ୍ବାସ୍ଥ୍ୟସେବା ଉନ୍ନତିକୁ ଗୁରୁତ୍ବ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼ ମେଡିକାଲ ପାଇଁ ୬ ଶଯ୍ୟା ବିଶିଷ୍ଟ ICU ଗୃହ, ଚାନ୍ଦପୁର ସ୍ଥିତ ବସନ୍ତମଞ୍ଜରି ଜେନେରାଲ ହସପିଟାଲଠାରେ ତରଳ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଉତ୍ପାଦିକରଣ ଓ ଚାପ ଅଵଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦିକରଣ ଏବଂ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ ଭର୍ଚ୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି l

ଏହି କାର୍ଯ୍ୟକ୍ରମରେ କୃଷି ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁ ଉପସ୍ଥିତ ଥିଲେ l

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.