ନୟାଗଡ଼ : କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବା କାରଣରୁ ରାଜ୍ୟ ସରକାର ୧୪ ଦିନିଆ ଲକଡାଉନ ଘୋଷଣା କରିଛନ୍ତି ସରକାର । ନୟାଗଡ଼ ଜିଲ୍ଲାରେ କରୋନା ସ୍ଥିତି ଜଟିଳ ହେବାକୁ ଯାଉଛି । ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଜିଲ୍ଲାର ଆଜି(ସୁକ୍ରବାର) ୧୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ପ୍ରଦାନ କରିଛନ୍ତି ।
ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ୧୮୨୪ ସକ୍ରିୟ ମାମଲା ରହିଥିବା ଜଣାଯାଇଛି । ଏହି ସକ୍ରିୟ ଆକ୍ରାନ୍ତ ମଧ୍ୟରୁ ୧୨୦ ଜଣ ଆଜି ସୁସ୍ଥ ହୋଇଥିବା ସୂଚନା ମିଳିଛି l
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ